
ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧୁବାବୁଙ୍କ ପୁଣ୍ୟ ତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଉତ୍କଳ ମାଟିର ସୁଯୋଗ୍ୟ ସନ୍ତାନ ତଥା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର କର୍ଣ୍ଣଧାର \’ଉତ୍କଳ ଗୌରବ\’ ମଧୁସୂଦନ ଦାସଙ୍କ ତିରୋଧାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।