ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶ ଓ ମହାରାଷ୍ଟ୍ରର ଦିନିକିଆ ଗସ୍ତରେ ରହିବେ । ପ୍ରଧାନମନ୍ତ୍ରୀ ମୋଦୀ ଲକ୍ଷ୍ନୌରେ ସକାଳ 10ଟାରେ ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର ସମିଟ 2023ର ଉଦଘାଟନ କରିବେ ।