ନୂଆଦିଲ୍ଲୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ । ସେ ଭୁବନେଶ୍ୱରରେ ଜ୍ଞାନପ୍ରଭା ମିଶନର ସ୍ଥାପନା ଦିବସ ସମାରୋହରେ ସାମିଲ ହେବେ । ସେ ରମା ଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ବିତୀୟ ସମାବର୍ତନ ଉତ୍ସବରେ ଯୋଗ ଦେବେ ।