ଜୟପୁର, କୋରାପୁଟ ଜିଲ୍ଲା ପାଡ଼ୁଆ ଥାନା ଅନ୍ତର୍ଗତ ବାଲଦା ଗାଁରେ ଏସବିଆଇ ଏଟିଏମରୁ ଲୁଟ୍ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଗ୍ୟାସ୍ କଟରରେ ଏଟିଏମ କାଟି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି । ସୀମା ସିଲ୍ କରି ଛାନଭିନ୍ ଜାରୀ ରଖିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO