ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁଲୱାମା ସହିଦଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ଏକ ଟ୍ଵିଟ୍ ରେ ଉଲ୍ଲେଖ କରିଛନ୍ତି ଯେ, ଆମେ ଆଜି ସେହି ବୀର ନାୟକଙ୍କୁ ମନେ ପକାଉଛୁ, ଯେଉଁମାନଙ୍କୁ ଆମେ ପୁଲୱାମାରେ ହଜାଇ ଦେଇଥିଲୁ । ସେମାନଙ୍କର ବଳିଦାନକୁ ଆମେ କେବେ ଭୁଲିବା ନାହିଁ । ସେମାନଙ୍କର ଅଦମ୍ୟ ସାହାସ ଆମକୁ ଏକ ମଜବୁତ ଏବଂ ବିକଶିତ ଭାରତ ନିର୍ମାଣ କରିବାକୁ ପ୍ରେରିତ କରିଥାଏ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO