ଭୁବନେଶ୍ୱର,କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି ବିଜେଡି ପ କ୍ଷରୁ ଆଜି ରାଜଭବନ ସାମନାରେ ବିରୋଧ ପ୍ରଦର୍ଶନ କରାଯାଇଛି । ଏହି ବିକ୍ଷୋଭ ପ୍ରଦର୍ଶନରେ ବିଜେଡିର ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ ।
ଧାନ କିଣାରେ କାଟ ଓ ଚାଉଳ ଉଠାଇବା ନୀତିକୁ ବିରୋଧଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ ହ୍ରାସ ସହ ଚଳିତ ବଜେଟରେ କେନ୍ଦ୍ର ସରକାରଙ୍କ ଶସ୍ୟ କିଣା ପାଣ୍ଠି ୨୦,୦୦୦ କୋଟି ଟଙ୍କା ହ୍ରାସ ପ୍ରସଙ୍ଗ ନେଇ ଦଳ ପକ୍ଷରୁ ଏହି ବିରୋଧ କରାଯାଉଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO