ଭୁବନେଶ୍ୱର, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏବଂ ମହିଳା ପୁଲିସ ଇନ୍ସପେକ୍ଟର ଧକ୍କା ମରାମରି ହେବା ଘଟଣାରେ ବିଜେଡି ମହିଳା ମୋର୍ଚା ପକ୍ଷରୁ ଲୋୟର ପିଏମଜିରେ ଧାରଣା ଦିଆଯ ।ଇଛି ।
ଏହି ଧାରଣାରେ ଭୁବନେଶ୍ୱର ମେୟରଙ୍କ ସମେତ ବିଜେଡିର ଅନେକ ନେତା ସାମିଲ ହୋଇଛନ୍ତି । ବିଜେଡି ପକ୍ଷରୁ ଏହି ଘଟଣାକୁ ନେଇବିରୋଧୀ ଦଳ ନେତା ପଦରୁ ଜୟନାରାୟଣ ଇସ୍ତଫା ଦିଅନ୍ତୁ ବୋଲି ଦାବି କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO