ମାଲକାନଗିରି,ମାଲକାନଗିରି ଜିଲ୍ଲା ସଦର ମହକୁମାର ବାଲିସାଗର ନିକଟରୁ ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ଉଦ୍ଧାର କରାଯାଇଛି!ଏହି କାର୍ଯ୍ୟରେ ଜିଲ୍ଲା ମାନସିକ ସ୍ବାସ୍ଥ୍ୟ ଅଧିକାରୀ ଦୀପକ (ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ), ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର ରାଜୀବ ପୂଜାରୀ ଓ ସାମାଜିକ କର୍ମୀ ରାମ କୃଷ୍ଣ ଚୌଧୁରୀ ଙ୍କ ସହଯୋଗରେ ସମାରି, ଓ ସନ୍ତୋଷୀ ମାନସିକ ରୋଗୀଙ୍କୁ ଜିଲ୍ଲା ସଦର ମହକୁମା ଡାକ୍ତରଖାନା କୁ ଚିକିତ୍ସା ନିମନ୍ତେ ନେଇଥିଲେ!
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO