ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇ ସପ୍ତାହ ମଧ୍ୟରେ ଦ୍ୱିତୀୟ ହୃଦୟ ପ୍ରତିରୋପଣ କରିଥିବା ଆର୍ମି ଇନଷ୍ଟିଚ୍ୟୁଟ ଅଫ କାର୍ଡିଓ ଥୋରାସିକ ସାଇନ୍ସେସ (ଏଆଇସିଟିଏସ, ପୁନେ)ର ଡାକ୍ତରମାନଙ୍କୁ ପ୍ରଶଂସା କରିଛନ୍ତି ।
ଭାରତୀୟ ସେନାର ଦକ୍ଷିଣ କମାଣ୍ଡଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଉଲ୍ଲେଖନୀୟ ପ୍ରୟାସ । ଏଥିରେ ସାମିଲ ସମସ୍ତଙ୍କୁ ପ୍ରଶଂସା କରୁଛି ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO