ଭୁବନେଶ୍ୱର,ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କୁ ଭୁବନେଶ୍ୱର ଠାରେ ଭେଟିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ମିଶ୍ରଙ୍କୁ ଭେଟି ଶିକ୍ଷାମନ୍ତ୍ରୀ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।
ଏନେଇ କେନ୍ଦ୍ରମନ୍ତ୍ରୀ ଟୁଇଟ୍ କରିଛନ୍ତି ; ଓଡ଼ିଶା ବିଧାନସଭାର ବିରୋଧୀ ଦଳର ନେତା ଜୟ ନାରାୟଣ ମିଶ୍ର
ଙ୍କୁ ଭେଟି ଜନ୍ମଦିନର ଶୁଭେଚ୍ଛା ଜଣାଇଲି । ମହାପ୍ରଭୁଙ୍କ ପାଖରେ ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO