ଭୁବନେଶ୍ୱର,ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଭାରତୀୟ ଜନତା ପାର୍ଟୀ ଯୁବ ମୋର୍ଚା ୩ ଦିନ ଯାଏ ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ କରିବ । ବିଜେପି ଯୁବ ମୋର୍ଚାର ରାଜ୍ୟ ସଭପତି ଇରାଶିଷ ଆଚାର୍ଯ୍ୟ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ଆଜି,୧୯ ଓ ୨୦ରେ ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ କରିବାର କାର୍ଯ୍ୟକ୍ରମ ରହିଛି, ପ୍ରତି ବିଧାନସଭା କ୍ଷେତ୍ରରେ କୁଶପୁତଳିକା ଦାହ କରାଯିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO