ନୂଆଦିଲ୍ଲୀ, ମହାରାଜ ଛତ୍ରପତି ଶିବାଜୀଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଏକ ଟ୍ଵିଟ୍ ରେ ଉଲ୍ଲେଖ କରିଛନ୍ତି ଯେ, ମହାରାଜ ଛତ୍ରପତି ଶିବାଜୀଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରୁଛି । ତାଙ୍କର ସାହସ ଓ ସୁଶାସନ ଆମକୁ ପ୍ରେରଣା ଯୋଗାଇଥାଏ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO