ନୂଆଦିଲ୍ଲୀ, ୮ ରାଜ୍ୟର ୭୦ରୁ ଅଧିକ ସ୍ଥାନରେ ଆଜି ଚଢ଼ଉ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) । ପଞ୍ଜାବ, ହରିୟାଣା, ରାଜସ୍ଥାନ, ଦିଲ୍ଲୀ, ଚଣ୍ଡୀଗଡ଼, ଉତର ପ୍ରଦେଶ, ଗୁଜରାଟ ଏବଂ ମଧ୍ୟପ୍ରଦେଶରେ ଏହି ଚଢ଼ଉ ହୋଇଛି ।
ଗ୍ୟାଙ୍ଗଷ୍ଟର ଏବଂ ସେମାନଙ୍କର ଅପରାଧିକ ସିଣ୍ଡିକେଟ ବିରୋଧରେ ଦାୟର୍ ହୋଇଥିବା ଏକ ମାମଲାକୁ ନେଇ ଏହି ଚଢ଼ଉ କରିଛି ଏନଆଇଏ । ଚଢ଼ଉ ଜାରୀ ରହିଥିବାରୁ ଏନେଇ ସବିଶେଷ ତଥ୍ୟ ମିଳିପାରିନାହିଁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO