ଭୁବନେଶ୍ୱର,ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋରେ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତି ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଉତ୍କଳମଣିଙ୍କର ଜୀବନଚର୍ଯ୍ୟାକୁ ନେଇ ପ୍ରସ୍ତୁତ ସଂଗ୍ରହାଳୟକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁବାର ଲୋକାର୍ପିତ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO