ଭୁବନେଶ୍ୱର, ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାରଦିନ ବିଧାନସଭାରେ ବର୍ଷ ୨୦୨୩-୨୪ ଆର୍ôଥକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ପ୍ରଥମେ କୃଷି ବଜେଟ ଓ ପରେ ସାଧାରଣ ବଜେଟ ଉପସ୍ଥାପନା କରିଛନ୍ତି ।
ଅର୍ଥମନ୍ତ୍ରୀ ସ୍ୱତନ୍ତ୍ର କୃଷି ବଜେଟ ରେ କୃଷି କ୍ଷେତ୍ର ପାଇଁ ଏବର୍ଷ ମୋଟ ୨୪,୮୨୯ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ବଜେଟରେ କୃଷି ଉତ୍ପାଦନ ବୃଦ୍ଧି, କୃଷକ ସହାୟତା ଓ ଜଳସେଚନ ଉପରେ ଗୁରୁତ୍ୱ ଦିଆଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO