ଗଞ୍ଜାମ, ଦକ୍ଷିଣ ଘୁମୁସର ବନଖଣ୍ଡ ଜଙ୍ଗଲରେ ତିନି ଦିନ ହେଲା ନିଆଁ ଲାଗିଛି । ଫଳରେ ବହୁ ସଂଖ୍ୟାରେ ଗଛପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ଗୋଟିଏ ପାହାଡ଼ରୁ ଅନ୍ୟ ପାହାଡ଼କୁ ନିଆଁ ବ୍ୟାପୁଥିବା ଜଣାପଡିଛି । ତେବେ ଏହି ବନାଗ୍ନିକୁ ଆୟତ କରିବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ ଜାରୀ ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO