
ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।