ଭଦ୍ରକ, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ସ୍ଥାୟୀ ଲୋକ ଅଦାଲତ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ରମ୍ଭିଳା ପ ।ୟତ ଅଫିସର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନ କର୍ମଶାଳାରେ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ ସେବା ପ୍ରାଧୀକରଣର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ନେହା ଅଗ୍ରୱାଲ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି ସଚେତନତା ଶିବିରରେ ସ୍ଥାୟୀ ଲୋକ ଅଦାଲତର ଗଠନ ଏବଂ କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରାଯାଇଛି ।
Related Stories
November 22, 2024