ନୂଆ ଦିଲ୍ଲୀ |,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ବେଙ୍ଗଲୁରୁରେ ୧୦୦ତମ ଜନୌଷଧି କେନ୍ଦ୍ର, ନମୋ ନିଃଶୁଳ୍କ ଡାଏଲିସିସ କେନ୍ଦ୍ର ଓ ୪ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ କେନ୍ଦ୍ର ଶୁଭାରମ୍ଭକୁ ପ୍ରଶଂସା କରିଛନ୍ତି ।
ସାଂସଦ ଶ୍ରୀ ତେଜସ୍ୱୀ ସୂର୍ଯ୍ୟଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ବେଙ୍ଗଲୁରୁ ପାଇଁ ଏକ ଉଲ୍ଲେଖନୀୟ ଉପଲବ୍ଧି ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO