ଭୁବନେଶ୍ୱର, ପଶ୍ଚିମା-ଝଡ ପ୍ରଭାବରେ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, କନ୍ଧମାଳ , କଳାହାଣ୍ଡି , ନବରଙ୍ଗପୁର, ନୂଆପଡା ଓ କୋରାପୁଟ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO