ଭୁବନେଶ୍ଵର, ଆସୁଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ୧୫ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ୧୬ ରୁ ୧୮ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ଝଡ଼ ପବନ ଘଂଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ବହିବାର ସମ୍ଭାବନା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 24, 2024
November 24, 2024