କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ, ପୁରୀ,
ଆସନ୍ତା ୧୫ ମାର୍ଚ୍ଚ ରୁ ଡ୍ରାଇଭର ଏକତା ମହାମଞ୍ଚର ଷ୍ଟିୟରିଂ ଛାଡ଼ ଧର୍ମଘଟ କରିବେ |ବିଭିନ୍ନ ଦାବିକୁ ନେଇ ସବୁ ବର୍ଗର ଡ୍ରାଇଭର ଷ୍ଟିୟରିଂ ଛାଡ଼ି ଆନ୍ଦୋଳନକୁ ଓହ୍ଲାଇବେ ବୋଲି ମଞ୍ଚ ତରଫରୁ ନିଷ୍ପତ୍ତି ହୋଇଛି |ରାଜ୍ୟର ପ୍ରାୟ ୫ ଲକ୍ଷରୁ ଉର୍ଦ୍ଧ୍ୱ ଡ୍ରାଇଭର ଧର୍ମଘଟରେ ସାମିଲ ହେବେ ବୋଲି ପ୍ରେସମିଟରେ ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ଏହି ସୂଚନା ଦିଆଯାଇଛି |
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO