ଭୁବନେଶ୍ୱର, ଓଡିଶା ଉପକୂଳର ଚାନ୍ଦିପୁରରୁ ଭେରି ସର୍ଟ ରେଞ୍ଜ ଏୟାର ଡିଫେନ୍ସ ସିଷ୍ଟମ (ଭିଏସଏଚଓଆରଏଡିଏସ) କ୍ଷେପଣାସ୍ତ୍ରର ଦୁଇଟି ସଫଳ ପରୀକ୍ଷଣ ପାଇଁ ଡିଆରଡିଓ କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି ।