ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ୯୦ ସେକେଣ୍ଡ ମଧ୍ୟରେ ଏକ ଭୃଣର ଅଙ୍ଗୁର ଆକାର ହୃଦୟରେ ସଫଳତାର ସହ ବିରଳ ଅସ୍ତ୍ରୋପଚାର କରିଥିବା ଭାରତୀୟ ଡାକ୍ତରମାନଙ୍କ ନିପୁଣତା ଓ ନବାଚାରକୁ ପ୍ରଶଂସା କରିଛନ୍ତି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଏକ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଭାରତର ଡାକ୍ତରମାନଙ୍କ ନିପୁଣତା ଓ ନବାଚାର ପାଇଁ ଗର୍ବିତ ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO