ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସରକାରଙ୍କ ନୀତି ଯୋଗୁଁ ଚିନି ଶିଳ୍ପରେ ଆତ୍ମର୍ନିଭରଶୀଳ ହୋଇଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ।
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମରଙ୍କ ଟୁଇଟ୍ ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ମୋର ଇଚ୍ଛା ଯେ କୃଷକ ଭାଇ ଓ ଭଉଣୀଙ୍କ ଜୀବନରେ ଖୁସିର ଏହି ଧାରା ଜାରି ରହୁ । ସେମାନଙ୍କ କଲ୍ୟାଣ ପାଇଁ ଆମେ କୌଣସି ସୁଯୋଗ ଛାଡିବାକୁ ଯାଉନାହୁଁ ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO