ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭରୋଜ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ନଭରୋଜ ମୁବାରକ! ଏହି ପବିତ୍ର ଅବସରରେ ସମସ୍ତଙ୍କ ଖୁସି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି । ଆଗାମୀ ବର୍ଷରେ ସମୃଦ୍ଧି ସହ ଆମ ସମାଜରେ ଏକତାର ଭାବନା ବୃଦ୍ଧି ପାଉ ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO