ଭୁବନେଶ୍ୱର, ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବଷ।।ର୍ ଜାରି ରହିଛି । ତେବେ ଆସନ୍ତା ୩୧ମାର୍ଚ୍ଚ ରେ ପଶ୍ଚିମାଝଡ଼ର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୩୧ ତାରିଖରେ କିଛି ଜିଲ୍ଲାରେ କୁଆପଥର ବର୍ଷା, ତଥା ଭାରିବର୍ଷା (୭ ରୁ୧୧ ସେମି) ସମ୍ଭାବନା ସହ ସମସ୍ତ ଜିଲ୍ଲାରେ ବିଜୁଳି ଘଡଘଡିର ସମ୍ଭାବନା ରହିଛି । ଏହାସହ ଝଡ ପବନ ଘଂଟା ପ୍ରତି ବେଗ ୪୦ ରୁ ୫୦ କିମି ରହିପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।
Related Stories
November 23, 2024