ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀରାମନବମୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁ ଶ୍ରୀରାମ ସମସ୍ତଙ୍କୁ ସୁଖ, ସମୃଦ୍ଧିର ଆଶୀର୍ବାଦ ପ୍ରଦାନ କରନ୍ତୁ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO