ଗଞ୍ଜାମ, ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ବ୍ରହ୍ମପୁର ଖମାରି ଗ୍ରାମ ନିକଟରେ ଆଜି ଏକ ଅଟୋକୁ ଯାଂଚ୍ ବେଳେ ସେଥିରୁ ୭୭.୭୬ ଲିଟର ନକଲି ବିଦେଶୀ ମଦ, ୩୦ ଲିଟର ସ୍ପିରିଟ ଏବଂ ୫୦୪ ବୋତଲ ନକଲି ବିଦେଶୀ ମଦ ଜବତ ହୋଇଛି । ଘଟଣାରେ ଜଣକୁ ଗିରଫ କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO