ଝାରସୁଗୁଡ଼ା, ଝାରସୁଗୁଡ଼ାର ସମର୍ଥ ଅଗ୍ରୱାଲଙ୍କୁ ଅପହରଣ ପରେ ହତ୍ୟା ମାମଲାର ତଦନ୍ତ ଜାରୀ ରଖିଛି ପୋଲିସ । ପଚରା ଉଚରା ପାଇଁ ବୁର୍ଲାରୁ ଜଣକୁ ଉଠାଇ ନେଇଛି ଝାରସୁଗୁଡ଼ା ପୋଲିସ । ପୂର୍ବରୁ ଗିରଫ ଦୁଇ ଅଭିଯୁକ୍ତଙ୍କୁ ରାତିରେ ବୁର୍ଲା ଏବଂ ଭେଡେନ ଆଣିଥିଲା ପୋଲିସ ।
ଏଠାରେ ଉଲ୍ଲେଖଯୋଗ୍ୟ, ସମର୍ଥଙ୍କୁ ଅପହରଣ ପରେ ମୁଣ୍ଡ ଜାମିନ ରଖି ୯୦ ଲକ୍ଷ ଟଙ୍କା ମାଗିଥିଲେ ଦୁର୍ବୃତ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO