ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ଲଜିଷ୍ଟିକ୍ ପୋର୍ଟାଲ୍-ମେରାଇନ୍ ର ମୋବାଇଲ୍ ଆପ୍ ସାଗର ସେତୁ ଉପରେ ଖୁସି ବ୍ୟକ୍ତ କରିଛନ୍ତି ।
ବନ୍ଦର, ପରିବହନ ଏବଂ ଜଳପଥ ମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ଟୁଇଟର ଉତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ବନ୍ଦର-ଭିତ୍ତିକ ବିକାଶ ପାଇଁ ଏବଂ ବ୍ୟବସାୟର ସହଜତାକୁ ସୁନିଶ୍ଚିତ କରିବା କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରାଯାଉଥିବା ଦେଖି ଆନନ୍ଦିତ ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO