ଭୁବନେଶ୍ୱର,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶହୀଦ ରଘୁ ଦିବାକର ବଳିଦାନ ଦିବସରେ ସେମାନଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାରେ ଗଡଜାତ ଆନ୍ଦୋଳନର ପୁରୋଧା ଶହୀଦ୍ ରଘୁନାଥ ମହାନ୍ତି ଓ ଦିବାକର ପରିଡ଼ାଙ୍କ ବଳିଦାନ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ।