ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର କର୍ଣ୍ଣଧାର ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।