ଭୁବନେଶ୍ୱର, ଅନୁଗୁଳ ଜିଲ୍ଲା ପ୍ରଶାସନ ଦ୍ୱାରା ପ୍ରଣମ୍ୟ ପୁରୁଷ ନବକୃଷ୍ଣ ଚୌଧୁରୀଙ୍କ ବିକୃତ ମୂର୍ତି ସ୍ଥାପନ ବିରୁଦ୍ଧରେ ଆଜି (ମଙ୍ଗଳବାର) ସନ୍ଧ୍ୟାରେ ଭୁବନେଶ୍ୱର ସ୍ଥିତ ମାଷ୍ଟର କ୍ୟାଂଟିନ ଛକ ଠାରେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଏକ ସତ୍ୟାଗ୍ରହ ଅନୁଷ୍ଠିତ ହେବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO