
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିକିମ ଠାରେ ହିମସ୍ଖଳନ ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ସିକ୍କିମ ହିମସ୍ଖଳନ ଯୋଗୁଁ ଦୁଃଖିତ । ନିଜ ପ୍ରିୟଜନଙ୍କୁ ହରାଇଥିବା ବ୍ୟକ୍ତିବିଶେଷଙ୍କୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ଉଦ୍ଧାର ଅଭିଯାନ ଜାରି ରହିଛି ଓ ପ୍ରଭାବିତମାନଙ୍କୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯାଉଛି: ପ୍ରଧାନମନ୍ତ୍ରୀ”