ନୂଆଦିଲ୍ଲୀ, ଲୋକସଭାର କାର୍ଯ୍ୟବାହି ବୁଧବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ସେହିପରି ରାଜ୍ୟସଭାର କାର୍ଯ୍ୟବାହି ଅପରାହ୍ନ ୨ଟା ପର୍ଯ୍ୟନ୍ତ ସ୍ଥଗିତ ରହିଛି ।
ଲୋକସଭା ଅଧ୍ୟକ୍ଷ ଓମ୍ ବିର୍ଲା ବିରୋଧୀଙ୍କୁ ପରାମର୍ଶ ଦେଇଛନ୍ତି ଯେ, ସେମାନଙ୍କର ବ୍ୟବହାର ଗୃହର ମର୍ଯ୍ୟାଦା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧର ଅନୁରୂପ ନାହିଁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO