ନୂଆଦିଲ୍ଲୀ, ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡୀ ଶୁକ୍ରବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି । ସେ ଗତ କିଛି ଦିନ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କିରଣ ରେଡ୍ଡୀଙ୍କୁ ଭାଜପାର ସଦସ୍ୟତା ଦେଇଛନ୍ତି ।
ଏହି ଅବସରରେ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ, କିରଣ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ଵାରା ପ୍ରଭାବିତ ହୋଇ ଭାଜପାରେ ଯୋଗଦାନ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO