ଭୁବନେଶ୍ୱର, ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଶହେ ଟପିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତଚି ଯ ମୋଟ ସକ୍ରିୟ ରୋଗୀ ସଂଖ୍ୟା ୪୨୯କୁ ବୃଦ୍ଧି ପାଇଛି । ସେହିପରି ଗତ ଦିନକ ମଧ୍ୟରେ ୩୪ ରୋଗୀ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO