ଭୁବନେଶ୍ଵର, ଆଗାମୀ ୩ ରୁ ୪ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନଥିବାବେଳେ ପରବର୍ତୀ ସମୟରେ ଏଥିରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧିର ସମ୍ଭାବନା ରହିଛି । ଏଭଳି ଆକଳନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 25, 2024