ଭୁବନେଶ୍ଵର,ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ରାୟଗଡ଼ା ଜିଲ୍ଲାର କାଶୀପୁରରେ ସର୍ବାଧିକ ୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କନ୍ଧମାଳ ଜିଲ୍ଲାର ବାଲିଗୁଡ଼ାରେ ୪.୦ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୩.୦ ମି.ମି. ଏବଂ କନ୍ଧମାଳ ଜିଲ୍ଲାର କ. ନୂଆଗାଁରେ ସର୍ବନିମ୍ନ ୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 25, 2024