ଭୁବନେଶ୍ଵର,ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୫୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦୁଝର ଜିଲ୍ଲାର ଘସିପୁରାରେ ୫୦.୨ ମି.ମି., ଢ଼େଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡ଼ରେ ୪୭.୦ ମି.ମି. ଏବଂ କୋରାପୁଟ ଜିଲ୍ଲାରେ ନନ୍ଦପୁରରେ ସର୍ବନିମ୍ନ ୪୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 25, 2024