ଭୁବନେଶ୍ୱର, ରାଜ୍ୟରେ ଦିନକରେ ୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣା ପଡିଛି । ମିଳିଥିବା ସୂଚନା ଅନୁସାରେ ନୂତନ କରୋନା ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟାରେ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।