ଭୁବନେଶ୍ୱର, ରାଜ୍ୟରେ ଦିନକରେ ୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣା ପଡିଛି । ମିଳିଥିବା ସୂଚନା ଅନୁସାରେ ନୂତନ କରୋନା ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟାରେ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO