ଭୁବନେଶ୍ୱର, ମାର୍ଶାଘାଇ ଥାନା ଅନ୍ତର୍ଗତ ପାରାଦୀପ-ଚଣ୍ଡିଖୋଲ ରାସ୍ତା ନୀଳାଚଳ ଛକରେ ଦୁର୍ଘଟଣାରେ ଜଣଙ୍କର ପ୍ରାଣହାନି ଘଟିଥିବା ସୂଚନା ମିଳିଛି । ଏହି ଦୁ୍ର୍ଘଟଣା କାରଣରୁ ଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଛି । ସ୍ଥାନୀୟ ଲୋକ ମାନେ କ୍ଷତିପୂରଣ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO