ଭୁବନେଶ୍ଵର, ରାଜ୍ୟରେ କାଳବୈଶାଖୀର ପ୍ରଭାବ କମିବା ସହ ଉତର-ପଶ୍ଚିମ ଦିଗରୁ ଶୁଷ୍କ -ଗରମ ବାୟୁ ପ୍ରଭାବରେ ଦିନ ତାପମାତ୍ରାରେ ବୃଦ୍ଧିର ସମ୍ଭାବନା ରହିଛି । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ଦିନ ତାପମାତ୍ରାରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 1, 2024