ଭୁବନେଶ୍ଵର,ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ରାୟଗଡ଼ା ଜିଲ୍ଲାର କାଶୀପୁରରେ ସର୍ବାଧିକ ୪୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୩୬.୦ ମି.ମି., କୋରାପୁଟ ଜିଲ୍ଲାର କୋଟପାଡ଼ରେ ୨୪.୦ ମି.ମି., କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୨୦.୦ ମି.ମି. ଏବଂ କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ସର୍ବନିମ୍ନ ୧୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 1, 2024