ଭୁବନେଶ୍ଵର, ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୩ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ୧୩, ୧୪ ଏବଂ ୧୫ ତାରିଖରେ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରୀ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 1, 2024