ଭୁବନେଶ୍ଵର,ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗଜପତି ଜିଲ୍ଲାର ମୋହନାରେ ସର୍ବାଧିକ ୧୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ୧୧.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୧୦.୨ ମି.ମି., ନବରଙ୍ଗପୁରରେ ସର୍ବନିମ୍ନ ୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO