ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କରୋନାର ୭୮୩୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟ ମଧ୍ୟରେ ୧୧ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଅବଧିରେ ୪୬୯୨ ରୋଗୀ ସୁସ୍ଥ ହୋଇଛନ୍ତି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ବୁଧବାର ଦିନ ଜାରୀ କରା ଯାଇଥିବା ତଥ୍ୟ ଅନୁସାରେ ଏହା ସହିତ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ବଢି ୪୦୨୧୫ ହୋଇ ଯାଇଛି । ଗତ ୨୪ ଘଂଟାରେ ୨,୧୪,୨୪୨ ଲୋକଙ୍କର କରୋନା ପରୀକ୍ଷଣ କରା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO