ଝାରସୁଗୁଡ଼ା, ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ଅବସରରେ ସେଠାରେ ରାଜ୍ୟ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସର ବରିଷ୍ଠ ନେତା ବିଜୟ ପଟ୍ଟନାୟକ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଜୟଦେବ ଜେନା, ରାଜନ୍ ଏକ୍କା ପ୍ରମୁଖ ଉପସ୍ଥିତ ଅଛନ୍ତି । ଝାରସୁଗୁଡ଼ା ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି ପ୍ରାର୍ଥୀପତ୍ର ଦାଖଲ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO